Latest Odisha News

BREAKING NEWS

Yearly Archives

2026

Teachers Fight: ମାରପିଟ ହୋଇ ଲହୁଲୁହାଣ ହେଲେ ୨ ଶିକ୍ଷୟିତ୍ରୀ, ତଦନ୍ତ ପାଇଁ ବିଡିଓଙ୍କ ନିର୍ଦ୍ଦେଶ

ସମ୍ବଲପୁର: ଛାତ୍ରଛାତ୍ରୀଙ୍କ ଆଗରେ ପିଟାପିଟି ହୋଇ ଲହୁଲୁହାଣ ହେଲେ ୨ ଶିକ୍ଷୟିତ୍ରୀ । ଏଭଳି ଅଭାବନୀୟ ଘଟଣା ସାମ୍ନାକୁ ଆସିଛି ସମ୍ବଲପୁର ଜିଲ୍ଲାରୁ । ବୁର୍ଲାର କିର୍ବା ପ୍ରାଥମିକ ବିଦ୍ୟାଳୟରେ ପିଟାପିଟି ହେଲେ ୨ ଶିକ୍ଷୟିତ୍ରୀ । ଗୁରୁବାର ଘଟଣା ଘଟିଥିବା ବେଳେ ତଦନ୍ତ ନିର୍ଦ୍ଦେଶ…

Gold Reserves & Price: ସାରା ଦୁନିଆରେ କାହା ପାଖରେ ଅଛି ସର୍ବାଧିକ ସୁନା?, ରେସରେ କେଉଁଠି ଅଛି ଭାରତ…

ନୂଆଦିଲ୍ଲୀ: ଏବେ ଯେଉଁ ରେଟରେ ସୁନାର ମୂଲ୍ୟ ମହଙ୍ଗା ହେବାରେ ଲାଗିଛି, ଏହା ଉପରେ ଅଧିକ ନିବେଶ କରିଛନ୍ତି ନିବେଶକ। ବିଶ୍ୱର କେନ୍ଦ୍ରୀୟ ବ୍ୟାଙ୍କଗୁଡ଼ିକ ବି ଚୁପଚାପ୍ ସୁନାରେ ସେମାନଙ୍କର ତହବିଲ ପୂରଣ କରୁଛନ୍ତି, ଏବଂ ଜନସାଧାରଣ କେବଳ ସୁନାର ବୃଦ୍ଧି ପାଉଥିବା ମୂଲ୍ୟ ଉପରେ ଧ୍ୟାନ…

ଡନ ୩ ପାଇଁ ସର୍ତ ରଖିଲେ ଶାହାରୁଖ: ରିପୋର୍ଟ

ମୁମ୍ବାଇ: ରଣବୀର ସିଂଙ୍କ ଧୂରନ୍ଧର ଫିଲ୍ମ ଏବେ ବକ୍ସ ଅଫିସରେ ଝଡ ସୃଷ୍ଟି କରିବାରେ ଲାଗିଛି । ଏହାର ଦ୍ୱିତୀୟ ପାର୍ଟ ମାର୍ଚ୍ଚ ୧୯ରେ ରିଲିଜ ହେବ । ରଣବୀରଙ୍କୁ ଡନ ୩ ଫିଲ୍ମ ପାଇଁ ସାଇନ କରାଯାଇଥିଲା । ଯାହାକୁ ନେଇ ଚର୍ଚ୍ଚା ବେଶ ଜୋର ଧରିଥିଲା । ଶାହାରୁଖଙ୍କ ବଦଳରେ ଫରହାନ ଅଖତାର…

Sand Mafia: ଦ୍ବୀତିୟ ଦିନରେ ବାଲି ମାଫିଆଙ୍କ ଠିକଣାରେ ଚାଲିଛି ରେଡ୍, ମିଳୁଛି ପୁଳା ପୁଳା ଟଙ୍କା…

ଗଞ୍ଜାମ: ଗଞ୍ଜାମ ଜିଲ୍ଲାର ବିଜେଡି ନେତାଙ୍କ ସମେତ ବହୁ ଠିକାଦାର ଓ ବାଲି ବ୍ୟବସାୟୀଙ୍କ ଘରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ପକ୍ଷରୁ ଚଢାଉ ଜାରି ଜାରି ରହିଛି । ଏହି ଚଢାଉ ସମୟରେ ଆଲମିରା ଭର୍ତ୍ତି ଟଙ୍କା ମିଳିଛି । ଯାହା ପ୍ରବର୍ତ୍ତନ ନିର୍ଦ୍ଦେଶାଳ ଅଧିକାରୀଙ୍କ ହୋସ୍ ଉଡାଇ ଦେଇଛି ।…

ମିଡ୍‌ ଡେ’ ଅପରେସନ ବି ଫେଲ୍‌:  ବିଜେଡି ନେତା ଲେନିନ ମହାନ୍ତି

ଭୁବନେଶ୍ୱର: ପୁଣି ବିଜେପିକୁ ଟାର୍ଗେଟ କଲା ବିଜେଡି। ମିଡ୍ ଡେ’ ଅପରେସନ ବି ଫେଲ୍ କହିଲେ ବିଜେଡି ନେତା ଲେନିନ ମହାନ୍ତି । ମିଡ୍ ନାଇଟ୍ ଅପରେସନ୍ ଫେଲ୍ ହୋଇଥିଲା, ମିଡ୍ ଡେ’ ଅପରେସନ ବି ଫେଲ୍ ହୋଇଗଲା। ମିଡ୍ ଇଭିନିଙ୍ଗ ଅପରେସନ୍ ବି ଫେଲ୍ ହେବ କହିଲେ ଲେନିନ ମହାନ୍ତି। ଏହା ସହ ସେ

୨୫ ମାସ ପରେ ଭାରତୀୟ ଟିମକୁ ଫେରିଲେ ଶ୍ରେୟାଶ

ନୂଆଦିଲ୍ଲୀ: ଆଗାମୀ ଟି୨୦ ବିଶ୍ୱକପ କ୍ରିକେଟ ପାଇଁ ଟିମ ଇଣ୍ଡିଆ ସମସ୍ତ ଯୋଜନା ପ୍ରସ୍ତୁତ କରିସାରିଛି । ତେବେ କେତେକ ଖେଳାଳିଙ୍କ ଆଘାତ ସମସ୍ୟା ମ୍ୟାନେଜମେଂଟକୁ ଚିନ୍ତାରେ ପକାଇଥିଲା । ବିସିସିଆଇ ନ୍ୟୁଜିଲାଣ୍ଡ ବିପକ୍ଷ ଟି୨୦ ସିରିଜ ପାଇଁ ବଦଳ ଖେଳାଳିଙ୍କ ନାମ ଘୋଷଣା କରିଛି । ୩୧ ବର୍ଷୀୟ…

ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା, ଦୁଇ ଗୋଷ୍ଠୀର ୬ ଗିରଫ

ସୁନ୍ଦରଗଡ଼ : ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣାର ଉପଦ୍ରବୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ ଶାନ୍ତି କମିଟି ବୈଠକରେ ସମସ୍ତ ନାଗରିକ ଏକ ସ୍ବରରେ ଦାବି କରିଥିଲେ। ଆକ୍ସନ ମୁଡ୍ ରେ ଆସିଛି ପୋଲିସ। ଗତକାଲି ରାତିରୁ ସହରର ବିଭିନ୍ନ ସ୍ଥାନରେ ଟାଉନ ଥାନା ପୋଲିସ ଚଢ଼ଉ କରି

Maoists Killed: ସୁରକ୍ଷାକର୍ମୀ-ମାଓବାଦୀ ଭିତରେ ଗୁଳିବିନିମୟ, ୨ ମାଓବାଦୀ ନିହତ

ମାଲକାନଗିରି: ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ଵିଜାପୁର ଜିଲ୍ଲାରେ ଏନକାଉଣ୍ଟର । ପୋଲିସ ମାଓବାଦୀ ମଧ୍ୟରେ ଗୁଳିବିନିମୟ ଘଟି ଦୁଇ ମାଓବାଦୀ ନିହତ ହୋଇଛନ୍ତି । ଘଟଣାସ୍ଥଳରେ ଟପ୍ ମାଓନେତା ପାପା ରାଓ ଥିବା ସୂଚନା ମିଳିଛି । ଘଟଣାସ୍ଥଳରେ ଏବେ ମଧ୍ୟ ଉଭୟ ପକ୍ଷରୁ ଗୁଳି ବିନିମୟ ଜାରି…

Pakistan Russia Ties: ଟ୍ରମ୍ପଙ୍କୁ ଝଟକା ପରେ ଝଟକା ଦେଉଛି ପାକିସ୍ତାନ, ଭାରତ ପାଇଁ ବି ଚିନ୍ତାର କାରଣ…

ନୂଆଦିଲ୍ଲୀ: ପ୍ରଥମେ ଇସଲାମିକ ନାଟୋ ସହ ଗଠବନ୍ଧନ ଏବେ ଶତ୍ରୁର ହେଉଛି ନିକଟତର ଟ୍ରମ୍ପଙ୍କ ହାତରୁ ଖସି ଖସି ଯାଉଛି ପାକିସ୍ତାନ ରୁଷ ଆଡ଼କୁ ଢଳୁଛି ଭାରତ ପାଇଁ ବି ଟେନସନ୍! ଭାରତର ଅପରେସନ୍ ସିନ୍ଦୁରରେ ପରାସ୍ତ ହୋଇଥିବା ଏବଂ ଆମେରିକାର ଶରଣରେ ଥିବା ପାକିସ୍ତାନ ଏବେ ଏପରି…

ପ୍ରୋଫେସନାଲ୍ ପଲିଟିକ୍ସ କରେ ବିଜେପି: ନବୀନ-ଅଖିଳେଶଙ୍କ ଆଲୋଚନା ନେଇ ଜୋର୍‌ ଧରିଲା ରାଜନୀତି ଚର୍ଚ୍ଚା

ଭୁବନେଶ୍ୱର: ଓଡ଼ିଶା ରାଜନୀତିରେ ହଟଚମଟ ଚାଲିଥିବା ବେଳେ ୟୁପିର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ସମାଜବାଦୀ ପାର୍ଟି ଅଧ୍ୟକ୍ଷ ଅଖିଳେଶ ଓଡ଼ିଶା ଗସ୍ତ କରିଛନ୍ତି। ଏହାସହ ଅଖିଳେଶ ଯାଦବ ଗତ ତିନି ମାସରେ ଦ୍ୱିତୀୟ ଥର ଓଡ଼ିଶା ଗସ୍ତ କରିଛନ୍ତି। ଗତକାଲି ଭୁବନେଶ୍ୱରସ୍ଥିତ ଅନୁଷ୍ଠିତ ଏକ