ପ୍ରକାଶ ପାଇଲା ଯୁକ୍ତ ଦୁଇ ପ୍ରଥମ ପର୍ଯ୍ୟାୟ ନାମଲେଖା ମେରିଟ୍ ଲିଷ୍ଟ, ଟପରେ ଅଛି ରେଭେନ୍ସା
ଭୁବନେଶ୍ୱର: ଓଡ଼ିଶାର ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ (DHSE) ବୁଧବାର ଦିନ ୨୦୨୬-୨୭ ଶିକ୍ଷାବର୍ଷ ପାଇଁ ଯୁକ୍ତ ଦୁଇ ଇ-ପ୍ରବେଶର ପ୍ରଥମ ପର୍ଯ୍ୟାୟ ମେରିଟ୍ ତାଲିକା ପ୍ରକାଶ କରିଛି। ଯେଉଁଥିରେ ବିଭିନ୍ନ ଷ୍ଟ୍ରିମ୍ରେ ୪.୨୯ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ସିଟ୍ ସୁରକ୍ଷିତ କରିଛନ୍ତି।…