ଖୋର୍ଦ୍ଧାରେ ୩୧ ଯାଏଁ ସମସ୍ତ ସ୍କୁଲ୍ ଛୁଟି;ଉପସ୍ଥିତ ରହିବେ ଶିକ୍ଷକ
ଖୋର୍ଦ୍ଧା: ଖୋର୍ଦ୍ଧା ଜିଲାରେ ସମସ୍ତ ସ୍କୁଲ ୩୧ ତାରିଖ ଯାଏଁ ଛୁଟି ରହିବ। ଏନେଇ ଜିଲାର ସମସ୍ତ ବ୍ଲକ ଶିକ୍ଷା ଅଧିକାରୀଙ୍କୁ ଜିଲାପାଳ ଚିଠି ଲେଖିଛନ୍ତି। ତେବେ ଅଗଷ୍ଟ ୧ରେ ସ୍କୁଲ ଖୋଲିବାକୁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ପିଲାମାନେ ସ୍କୁଲ ନ ଆସିଲେ ମଧ୍ୟ ଶିକ୍ଷକମାନେ ସ୍କୁଲରେ ଉପସ୍ଥିତ…