ଭଦ୍ରକରେ ଗୋ ମାଫିଆଙ୍କ ଘରେ କେନ୍ଦୁଝର ପୋଲିସର ଚଢାଉ
ଭଦ୍ରକ: ମୁଲ୍ଲାସାହିରେ ଗୋ ମାଫିଆଙ୍କ ଘରେ କେନ୍ଦୁଝର ପୋଲିସର ଚଢାଉ। ଅବୈଧ ଗୋ ଚାଲାଣ ଲିଙ୍କରେ ୨ ପ୍ଲାଟୁନ ଫୋର୍ସ ସହ ଚଢାଉ। କେନ୍ଦୁଝର ସଦର ଏସଡିପିଓଙ୍କ ସହ ଭଦ୍ରକ ପୋଲିସର ମିଳିତ ଚଢାଉ । ଶେଖ୍ ରାଜନ ଥାନାରେ ଅଟକ।
ସୂଚନା ଅନୁସାରେ ଭଦ୍ରକ ପୁରୁଣା ବଜାର ଥାନା ଅନ୍ତର୍ଗତ ମୁଲ୍ଲା!--EndFragment>!--StartFragment>!--StartFragment>…