Jantar Mantar protest: ଜନ୍ତର ମନ୍ତରରେ ମହିଳା ସାମ୍ବାଦିକାଙ୍କୁ ପୋଲିସର ଅସଦାଚରଣ ଅଭିଯୋଗ! ଶାହଙ୍କୁ ଜବାବ…
ନୂଆଦିଲ୍ଲୀ: ଦିଲ୍ଲୀର ଜନ୍ତର ମନ୍ତରରେ ବିରୋଧ ପ୍ରଦର୍ଶନ ବେଳେ ମହିଳା ସାମ୍ବାଦିକାଙ୍କ ସହ ପୋଲିସର ଅସଦାଚରଣ ଅଭିଯୋଗକୁ ନେଇ ବଢ଼ିଛି ବିବାଦ। ଜଣେ ବରିଷ୍ଠ ଦିଲ୍ଲୀ ପୋଲିସ ଅଧିକାରୀ ତାଙ୍କୁ ଅଶୋଭନୀୟ ଭାବେ ସ୍ପର୍ଶ କରିଥିବା ଅଭିଯୋଗ ଆସିଛି। ଏହି ଘଟଣାକୁ ନେଇ ଏପର୍ଯ୍ୟନ୍ତ FIR ରୁଜୁ…