ହାଇୱାକୁ ପଛରୁ ପିଟିଲା କାର୍; ୨ ଜଣ ମୃତ
ଭବାନୀପାଟଣା: କଳାହାଣ୍ଡି ଜିଲା ଭବାନୀପାଟଣା ବାଇପାସ ରାସ୍ତାରେ ଭୟଙ୍କର ଦୁର୍ଘଟଣା। ବିଳମ୍ବିତ ରାତି ରାସ୍ତାରେ ଠିଆ ହୋଇଥିବା ହାଇୱାକୁ ପଛରୁ ପିଟିଲା କାର୍। ଘଟଣାରେ ୨ ଜଣଙ୍କର ମୃତ୍ୟୁ ହୋଇଥିବା ଖବର ମିଳିଛି। ସଦର ଥାନା ବାଇପାସ୍ ରୋଡ୍ରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ମୃତକ ମଧ୍ୟରୁ…