କୋରାପୁଟ ଜଙ୍ଗଲରୁ ମାଓ ଡମ୍ପ ଠାବ
ଭୁବନେଶ୍ବର: ଶୁକ୍ରବାର ଦିନ ସୁରକ୍ଷା ବାହିନୀ କୋରାପୁଟ ଜିଲ୍ଲାର ବୈପାରିଗୁଡ଼ା ପୋଲିସ ଥାନା ଅନ୍ତର୍ଗତ ତେନ୍ତୁଲିଗୁମ୍ମା ଜଙ୍ଗଲରୁ ଆଉ ଏକ ମାଓ ଆଡ୍ଡା ଠାବ କରିଛି। ଏକ ସର୍ଚ୍ଚ ଅପରେସନ୍ ସମୟରେ ବନ୍ଧୁକ, ବିସ୍ଫୋରକ ଏବଂ ଗୁଳିଗୋଳା ଜବତ ହୋଇଛି।
ଆତ୍ମସମର୍ପଣକାରୀ ମାଓବାଦୀଙ୍କଠାରୁ…