ରାଜ୍ୟରେ ପୁଣି ଲଘୁଚାପର ବର୍ଷା: ଆଗାମୀ ୪ ଦିନ ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଆଇଏମ୍ଡିର ସତର୍କ ସୂଚନା
ଭୁବନେଶ୍ୱର: ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାକୁ ଯାଉଛି। ଏହାର ପ୍ରଭାବରେ ସାରା ଓଡ଼ିଶାରେ ମୌସୁମୀ ବର୍ଷା ଅଧିକ ସକ୍ରିୟ ହେବ। ଭାରତୀୟ ପାଣିପାଗ ବିଭାଗ (ଆଇଏମ୍ଡି) ର ପୂର୍ବାନୁମାନ ଅନୁଯାୟୀ, ଆଗାମୀ ୪ ରୁ ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ସ୍ଥାନରେ ଲଗାଣ…