ଆଫ୍ରିଦୀଙ୍କ ଆଉ ଏକ ରେକର୍ଡ ଭାଙ୍ଗି ପାରନ୍ତି ରୋହିତ
ଇନ୍ଦୋର: ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ତୃତୀୟ ଦିନିକିଆ କ୍ରିକେଟ ମ୍ୟାଚ ଇନ୍ଦୋରରେ ଖେଳାଯିବ । ଏହି ମ୍ୟାଚରେ ରୋହିତ ଶର୍ମା ଆଉ ଏକ ଉପଲବ୍ଧି ହାସଲ କରିବାକୁ ଯାଉଛନ୍ତି । ୨ଟି ଯାକ ଦିନିକିଆରେ ରୋହିତ(୨୬ ଓ ୨୪ ରନ) ଭଲ ପ୍ରଦର୍ଶନ କରିପାରି ନାହାନ୍ତି । ପ୍ରଶଂସକମାନେ ତାଙ୍କଠାରୁ ଏକ ବଡ…