ଉତ୍କଳ ବିଶ୍ୱବିଦ୍ୟାଳୟରେ ‘ଗଜପତି ଦିବସ’ ପାଳିତ
ଭୁବନେଶ୍ୱର: ଉତ୍କଳ ବିଶ୍ୱବିଦ୍ୟାଳୟରେ ‘ଗଜପତି ଦିବସ’ ପାଳିତ ହୋଇଯାଇଛି।
ଏହି ଅବସରରେ ଓଡ଼ିଶା ସରକାରଙ୍କ ଭାଷା, ସାହିତ୍ୟ ଏବଂ ସଂସ୍କୃତି ବିଭାଗ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ କହିଛନ୍ତି ଯେ "କେବଳ ଓଡ଼ିଆ ବୋଲି ଗର୍ବ କରିବା ଯଥେଷ୍ଟ ନୁହେଁ, ବରଂ ଏହି ଗୌରବଶାଳୀ ଜାତିକୁ ନିଜ ଭିତରକୁ…