Latest Odisha News

BREAKING NEWS

Yearly Archives

2026

କଲେଜ ପରିସରରେ ଉତ୍ତେଜନା;ବିଜେଡି-ଭାଜପା ଛାତ୍ର ଗୋଷ୍ଠୀ ମୁହାଁମୁହିଁ,ଘଟଣାସ୍ଥଳରେ ପୋଲିସ

ମହାକାଳପଡ଼ା:ମହାକାଳପଡ଼ାସ୍ଥିତ ବାୟାବାବା କଲେଜରେ ଛାତ୍ର ସଂସଦ ନିର୍ବାଚନକୁ କେନ୍ଦ୍ରକରି ଉତ୍ତେଜନାପୂର୍ଣ୍ଣ ପରିସ୍ଥିତି ସୃଷ୍ଟି ହୋଇଛି । ମଧ୍ୟାହ୍ନରେ କଲେଜ ପରିସରରେ ଶକ୍ତି ପ୍ରଦର୍ଶନ ଓ ପ୍ରଚାରକୁ ନେଇ ଉଭୟ ବିଜୁ ଛାତ୍ର ଜନତା ଦଳ (ବିସିଜେଡି) ଏବଂ ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ…

ଭିଜିଲାନ୍ସ ଜାଲରେ ABEO; ରହିଛି ୧୯ ପ୍ଲଟ, ୩ କୋଠା…

ଭୁବନେଶ୍ୱର: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଆଉ ଜଣେ ସରକାରୀ ଅଧିକାରୀ। ଯାଜପୁର ଜିଲ୍ଲା ଧର୍ମଶାଳାଠାରେ କାର୍ଯ୍ୟରତ ସହକାରୀ ବ୍ଲକ ଶିକ୍ଷା ଅଧିକାରୀ (ଏବିିଇଓ) ଜୟଦେବ ଜେନାଙ୍କ ବିଭିନ୍ନ ସ୍ଥାନରେ ଏକକାଳୀନ ଚଢଉ କରାଯାଇଛି। ଭୁବନେଶ୍ୱର, ଯାଜପୁର …

The Dirty Picture-2: ୧୫ବର୍ଷ ପରେ ଏକତାଙ୍କ ସିକ୍ୱେଲ ପ୍ଲାନିଂ

ମୁମ୍ବାଇ: ୨୦୧୧ର ମ୍ୟୁଜିକାଲ ଡ୍ରାମା ଫିଲ୍ମ ଦ ଡାଟି ର୍ପିକ୍ସଚର୍ସର ଆସିବ ସିକ୍ୱେଲ । ଦୀର୍ଘ ୧୫ ବର୍ଷ ପରେ ପ୍ରଡ୍ୟୁସର ଏକତା କପୁର ଫିଲ୍ମର ସେକେଣ୍ଡ ପାର୍ଟ ଆଣିବାର ପ୍ଲାନ୍ କରୁଛନ୍ତି । ଏମିତିକି ଏହି ପ୍ରୋଜେକ୍ଟରେ କାମ ଆରମ୍ଭ କରିଥିବା କହିଛନ୍ତି ନିଜେ ଏକତା । ତେବେ ଫିଲ୍ମରେ କିଏ କିଏ…

ରେକର୍ଡ ଗଢ଼ିଲା ପାରଦୀପ ବନ୍ଦର: ଗୋଟିଏ ଦିନରେ ସର୍ବାଧିକ କୋଇଲା ଲୋଡ୍ କରି ଇତିହାସ ରଚିଲା

ପାରଦୀପ: ଇତିହାସ ରଚିଲା ପାରଦୀପ ବନ୍ଦର। ସୃଷ୍ଟି କଲା ଆଉ ଏକ ନୂଆ କୀର୍ତ୍ତିମାନ। ଭାଙ୍ଗିଲା ପୁରୁଣା ସମସ୍ତ ରେକର୍ଡ। ଦିନକରେ ୧.୪୦ ଲକ୍ଷ ମେଟ୍ରିକ ଟନରୁ ଅଧିକ କୋଇଲା ଲୋଡିଂ କରି ପୁଣି ସଫଳତା ହାସଲ କରିଛି। ଓଡ଼ିଶାର ପାରାଦୀପ ବନ୍ଦର ପ୍ରାଧିକରଣ (PPA) ପୁଣି ଏକ ବଡ଼ ସଫଳତା ହାସଲ କରି ଆଉ…

ସ୍ଵଚ୍ଛ ଓ ସଠିକ୍ ଭୋଟର ତାଲିକା ପାଇଁ SIR ଆବଶ୍ୟକ: ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ/ଭୁବନେଶ୍ୱର: SIRକୁ ନେଇ ଦିଲ୍ଲୀରେ ବିରୋଧୀଙ୍କ ପ୍ରତିବାଦ। ଏନେଇ ସୋସିଆଲ ମିଡିଆ ଏକ୍ସରେ ପ୍ରତିକ୍ରିୟା ରଖିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ମୁଖ୍ୟମନ୍ତ୍ରୀ ଭାରତ ନିର୍ବାଚନ କମିଶନ (ECI) ଙ୍କ ଦ୍ୱାରା କରାଯାଉଥିବା ଭୋଟର ତାଲିକା ସଂଶୋଧନ ବା ସ୍ପେସିଆଲ ଇଣ୍ଟେନ୍ସିଭ ରିଭିଜନ…

ଡିଜେକୁ ବିରୋଧ କରିବାରୁ ଗଣ୍ଡଗୋଳ; ୫ ଆହତ

ଭୁବନେଶ୍ୱର: ପୁରୀ ଜିଲ୍ଲା ଅନ୍ତର୍ଗତ ଡେଲାଙ୍ଗ ଥାନା ଅଞ୍ଚଳର କାଣ୍ଡି ଗ୍ରାମରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଫଳରେ ପ୍ରାୟ ପାଞ୍ଚ ଜଣ ବ୍ୟକ୍ତି ଆହତ ହୋଇଛନ୍ତି। ସୂଚନା ଅନୁଯାୟୀ, ଗଣେଶ ମୂର୍ତ୍ତି ବିସର୍ଜନ ଶୋଭାଯାତ୍ରା ସମୟରେ ଡିଜେ ସଙ୍ଗୀତକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ଏହି ସଂଘର୍ଷ…

ନଭେମ୍ବର ୫ରେ ‘ରାମାୟଣ-୧’ ରିଲିଜ୍‌, ଦଶହରାରୁ ଆରମ୍ଭ ଟିକେଟ୍ ବୁକିଂ

ମୁମ୍ବାଇ: ନବରାତ୍ରୀ ଆରମ୍ଭରୁ ଫିଲ୍ମ ପ୍ରେମୀଙ୍କ ପାଇଁ ଖୁସି ଖବର । ନଭେମ୍ବର ୫ରେ ରିଲିଜ୍ ହେବ ବିଶାଳ ପୌରାଣିକ ଚଳଚ୍ଚିତ୍ର ରାମାୟଣ-୧ା ନିତେଶ ତିୱାରୀଙ୍କ ନିର୍ଦ୍ଦେଶିତ ଅପକମିଂ ମଚ୍ ଆବେଟେଡ୍ ଏହି ଫିଲ୍ମର ଟିକେଟ୍ ବୁକିଂ ଦଶହରାରୁ ଆରମ୍ଭ ହୋଇଯିବ । ଭାରତର ଅନ୍ୟତମ ସର୍ବାଧିକ ଶ୍ରଦ୍ଧେୟ…

ବ୍ରହ୍ମପୁରରୁ ୩୦୦୦ କେଜି ନକଲି ମସଲା ଗୁଣ୍ଡ ଜବତ

ଭୁବନେଶ୍ୱର: ବ୍ରହ୍ମପୁରରେ ଦୁଇଟି ବଡ଼ ନକଲି ମସଲା ମିଲ ଉପରେ ପୁଲିସ ଚଢ଼ାଉ କରି ୩୦ କୁଇଣ୍ଟାଲ ନକଲି ମସଲା ସହ ୪ ମିଲିଙ୍ଗ୍ ମେସିନ୍ ଜବତ କରିଛି। ବ୍ରହ୍ମପୁର ବଡ଼ବଜାର ଅଞ୍ଚଳରେ ନକଲି ହଳଦୀ ଗୁଣ୍ଡ ଏବଂ ଲଙ୍କା ଗୁଣ୍ଡ କାରବାର ହେଉଥିବା ବିଶ୍ୱସ୍ତ ସୂତ୍ରରୁ ଖବର ପାଇଥିଲା ପୋଲିସ। ଏହାପରେ…

ପ୍ରଗତି ପଥେ ନୂଆ ପାଦ: ୨୦୨୭ ସୁଦ୍ଧା ଗଞ୍ଜେଇ ମୁକ୍ତ ହେବ କନ୍ଧମାଳ

ଫୁଲବାଣୀ: ୨୦୨୭ ସୁଦ୍ଧା କନ୍ଧମାଳ ଜିଲ୍ଲାକୁ ସମ୍ପୂର୍ଣ୍ଣ ଗଞ୍ଜେଇମୁକ୍ତ କରିବା ପାଇଁ ଓଡ଼ିଶା ପୋଲିସ ପକ୍ଷରୁ ଏକ ସ୍ୱତନ୍ତ୍ର ଅଭିଯାନ ଆରମ୍ଭ କରାଯାଇଛି। ରାଜ୍ୟ ସରକାର ଓ ପୋଲିସ ପ୍ରଶାସନ ପ୍ରଥମ ପର୍ଯ୍ୟାୟରେ କନ୍ଧମାଳ ଏବଂ ବୌଦ୍ଧ ଜିଲ୍ଲାକୁ ଗଞ୍ଜେଇମୁକ୍ତ କରିବା ଉପରେ ସବୁଠାରୁ ଅଧିକ…

Saudi Airport Blast Update: ତୀର୍ଥଯାତ୍ରା ହେଲା ଶେଷ ଯାତ୍ରା

() ରିୟାଦ୍ଧ: ଆଉ କିଛି ସମୟ ପରେ ଫ୍ଲାଇଟ୍‌ରେ ବସିଥାନ୍ତେ ଆଉ ଯାଇଥାନ୍ତେ ଉମ୍ରାହ । ହେଲେ ବିଧିର ବିଧାନ ଥିଲା କିଛି ଅଲଗା । ଶନିବାର ରିୟାଦ୍ଧର କିଙ୍ଗ ଖାଲିଦ୍ ଅନ୍ତର୍ଜାତୀୟ ବିମାନବନ୍ଦରରେ ମିଜାଇଲ ମାଡରେ ସବୁକିଛି ଛାରଖାର । କିଏ ଘରକୁ ଯାଇଥାନ୍ତେ ତ କିଏ ଫେରିଥାନ୍ତେ । ଆଉ ପୁଣି କିଛି…