ଜୁଲାଇ ୪ ତାରିଖରେ ଓଡ଼ିଶା ଗସ୍ତରେ ଆସିବେ ଅମିତ ଶାହ
ଭୁବନେଶ୍ୱର: ଜୁଲାଇ ୪ ତାରିଖରେ ଓଡ଼ିଶା ଆସିବେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ । ୪ ତାରିଖ ଦିନ ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚି ବରଗଡ଼ ଅଭିମୁଖେ ଯାତ୍ରା କରିବେ । ଗୃହମନ୍ତ୍ରୀ ଇଥାନଲ୍ ପ୍ରକଳ୍ପର ଶୁଭାରମ୍ଭ କରିବେ । ଏନେଇ ସୂଚନା ଦେଇଛନ୍ତି ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ ।…