ଓଡ଼ିଶା ଆସିବେ ନୀତିନ ନବୀନ
ଭୁବନେଶ୍ୱର: ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ ନୀତିନ ନବୀନ। ଖୁବ୍ଶୀଘ୍ର ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ଓଡ଼ିଶା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି । ଆସନ୍ତା ୧୮ ତାରିଖରେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଓଡ଼ିଶା ଆସିବେ। ରାଜ୍ୟ ମୁଖ୍ୟାଳୟରେ ଜିଲ୍ଳାସ୍ତରୀୟ ପ୍ରଶିକ୍ଷଣ…