ପଠାଣି ସାମନ୍ତ ପ୍ଲାନେଟାରିୟମର ହେବ ନବୀକରଣ; ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ବିଭାଗ ଏବଂ ବିଆଇଟିଏମ୍ ମଧ୍ୟରେ ବୁଝାମଣା…
ଭୁବନେଶ୍ୱର: ପଠାଣି ସାମନ୍ତ ପ୍ଲାନେଟାରିୟମର ନବୀକରଣ କରାଯିବ । ଏଥିପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରିଛନ୍ତି ରାଜ୍ୟସରକାର । ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ବିଭାଗ ଏବଂ କୋଲକାତାସ୍ଥିତ କେନ୍ଦ୍ର ସଂସ୍କୃତି ମନ୍ତ୍ରଣାଳୟ ଅଧୀନସ୍ଥ ବିର୍ଲା ଇଣ୍ଡଷ୍ଟ୍ରିଆଲ୍ ଆଣ୍ଡ୍ ଟେକ୍ନୋଲୋଜି…