Latest Odisha News

BREAKING NEWS

Yearly Archives

2026

Trump Urges Australia: ଇରାନ ମହିଳା ଫୁଟବଲ୍ ଦଳକୁ ଶରଣ ଦିଏ… ଟ୍ରମ୍ପ ଅଷ୍ଟ୍ରେଲିଆକୁ କାହିଁକି କଲେ ଅପିଲ?

ନୂଆଦିଲ୍ଲୀ: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ମହିଳା ଫୁଟବଲ୍ ଦଳକୁ ଶରଣ ଦେବାକୁ ଅଷ୍ଟ୍ରେଲିଆକୁ ଅପିଲ୍ କରିଛନ୍ତି। ଟ୍ରମ୍ପ କହିଛନ୍ତି ଯେ ଯଦି ଏହି ଖେଳାଳିମାନଙ୍କୁ ଇରାନକୁ ପଠେଇ ଦିଆଯାଏ, ତେବେ ଏହା ଏକ ବଡ଼ ମାନବୀୟ ଭୁଲ ହେବ ଏବଂ ସେମାନଙ୍କ ଜୀବନ ପ୍ରତି ବିପଦ ହୋଇପାରେ ।…

First time in History: ପ୍ରଥମ ଥର ଲାଗି ବ୍ଲୁ ଫ୍ଲାଗ୍ ବିଚରେ ଅଲିଭ ରିଡଲେ; ଦେଲା ୧୧୪ ଅଣ୍ଡା

ପୁରୀ:ପୁରୀ ବ୍ଲୁ ଫ୍ଲାଗ ବିଚ୍ ରେ ପ୍ରଥମ ଥର ଅଲିଭ ରିଡ଼ଲେ କଇଁଛ ଅଣ୍ଡାଦାନ କରିବା ଘଟଣା ଏବେ ଚର୍ଚ୍ଚାରେ । ଫ୍ଲାଗ୍ ବିଚ୍‌କୁ ଅଲିଭ ରିଡ୍‌ଲେମାନେ ସୁରକ୍ଷିତ ଅନୁଭବ କରି ଅଣ୍ଡାଦାନ କରିଛନ୍ତି । ପ୍ରଥମଥର ପାଇଁ ଏପରି ଘଟଣା ଘଟିଛି । ଗୋଟିଏ ଅଲିଭ ରିଡଲେ କଇଁଛ ଏଠାକୁ ଆସି ୧୧୪ଟି ଅଣ୍ଡା…

ଏଥର ଦୁର୍ଗାପୂଜାରେ ପରଦାକୁ ଆସିବ ଆକ୍ସନ୍, ଥ୍ରିଲର୍ ଫିଲ୍ମ “ମୋନଷ୍ଟର୍: ଦ ଅଲ୍ଟିମେଟ୍’

ଭୁବନେଶ୍ୱର: ଆସନ୍ତା ଦଶହରା ସମୟରେ ଦର୍ଶକଙ୍କୁ ଭରପୁର ମନୋରଞ୍ଜନର ଖୁରାକ ଯୋଗାଇବାକୁ ଆଶୁଛି ନୂଆ ଓଡ଼ିଆ ସିନେମା "ମୋନଷ୍ଟର୍: ଦ ଅଲ୍ଟିମେଟ୍’ । ଏହି ସିନେମାର ବିଶେଷତା ହେଉଛି³ ଏଥିରେ ଅଧିକରୁ ଅଧିକ ଆଧୁନିକ ବୈଷୟିକ ଜ୍ଞାନକୌଶଳକୁ ଗୁରୁତ୍ୱ ଦିଆଯାଇଛି । ପ୍ରଥମ ଥର ପାଇଁ ଦର୍ଶକ ଦେଖିବେ…

ଆର୍ଥିକ ସଙ୍କଟରେ ପାକିସ୍ତାନ, ସାଉଦି ଆରବକୁ ମାଗିଲା ସହାୟତା

ନୂଆଦିଲ୍ଲୀ: ପାକିସ୍ତାନ ସାଉଦି ଆରବଠାରୁ ଗୁରୁତ୍ୱପୂର୍ଣ୍ଣ ଆର୍ଥିକ ସହାୟତା ପାଇଁ ଅନୁରୋଧ କରିଛି । ବିଶ୍ୱସ୍ତ ସୂତ୍ର ଅନୁଯାୟୀ, ପାକିସ୍ତାନ ସରକାର ସାଉଦି ଆରବକୁ ୮ଟି ପ୍ରମୁଖ ଅନୁରୋଧ କରିଛନ୍ତି । ଏଥିରେ ମୁଖ୍ୟତଃ ୫ ବିଲିୟନ ଡଲାର ଜମାକୁ ୧୦ ବର୍ଷର ଦୀର୍ଘକାଳୀନ ସୁବିଧାରେ ପରିଣତ କରିବା…

Odisha Mobile Network: ଆଜି ବି ପହଞ୍ଚି ପାରିନାହିଁ ନେଟ୍‌ୱର୍କ…୧୨୩୭ ଗାଁରେ ମୋବାଇଲ୍‌ ସେବା ଠପ୍

ଭୁବନେଶ୍ବର: ସୂଚନା ଓ ପ୍ରଯୁକ୍ତି ମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ସୂଚନାମୁତାବକ, ରାଜ୍ୟର ୧ ହଜାର ୨୩୭ ଗାଁରେ ପହଞ୍ଚିନି ମୋବାଇଲ୍ ନେଟୱର୍କ । ଏନେଇ ସେ ଗୃହରେ ସୂଚନା ଦେଇଛନ୍ତି । କୋରାପୁଟ ଜିଲ୍ଲାର ୮୮ଟି ଗାଁରେ ମୋବାଇଲ ସେବା ପ୍ରଦାନ ପାଇଁ ୭୬ଟି ଟାୱାର୍ ସ୍ଥାପନ କରାଯାଉଥିବା ମନ୍ତ୍ରୀ…

ପୋଖରୀରେ ବୁଡ଼ି ଦୁଇ ଶିଶୁଙ୍କର ଚାଲିଗଲା ଜୀବନ

ନବରଙ୍ଗପୁର: ପୋଖରୀରେ ବୁଡ଼ି ଦୁଇ ଶିଶୁଙ୍କର ମୃତ୍ୟୁ । ମୁତ ଶିଶୁ ଦୁଇ ଜଣ ସମ୍ପର୍କୀୟ ଭଉଣୀ । ପାପଡାହାଣ୍ଡି ବ୍ଲକ ଖୁଟବାଇ ଗ୍ରାମପଞ୍ଚାୟତ ଅନ୍ତର୍ଗତ ସାନ ଦାମାପାଳା ଗ୍ରାମ ପୋଖରୀରେ ଏପରି ଏକ ଅଘଟଣ ଘଟିଛି । ମୁତ ଶିଶୁ ଦୁଇ ଜଣ ହେଲେ ଦାମାପାଳା ଗ୍ରାମର ମାନସୀ ହରିଜନ (୦୮) ଓ ପକନାଗୁଡା…

ଗତ ୨୪ ଘଣ୍ଟା ମଧ୍ୟରେ ଦୁର୍ଘଟଣାରେ ୧୪ ମୃତ;ବାଇକ- ଟ୍ରକ ଧକ୍କାରେ ଗଲା ୫ଜୀବନ

ସମ୍ବଲପୁର: ରାଜ୍ୟରେ ୨୪ ଘଣ୍ଟାରେ ଗଲାଣି ୧୪ ଜଣଙ୍କ ଜୀବନ । ଆଜି ସମ୍ବଲପୁର ଓ କେନ୍ଦୁଝରରେ ସଡ଼କ ଦୁର୍ଘଟଣାରେ ଚାଲିଯାଇଛି ୫ ଜୀବନ । ସମ୍ବଲପୁର ଜିଲ୍ଲା ଜମନକିରା ଥାନା ଅନ୍ତର୍ଗତ ପିଠାମାରେନରେ କଣ୍ଟେନର ଟ୍ରକ୍ ଓ ବାଇକ ମଧ୍ୟରେ ଧକ୍କା ହୋଇଥିଲା । ଏଥିରେ ୩ବାଇକ ଆରୋହୀଙ୍କ ମୃତ୍ୟୁ ହୋଇଛି…

ଓଏଏସ୍ ଏବଂ ଓଆରଏସ୍ ଅଧିକାରୀଙ୍କ ବିରୋଧରେ ଥିବା ଶୃଙ୍ଖଳାଗତ ତଦନ୍ତ ପ୍ରକ୍ରିୟା ଶୀଘ୍ର ସାରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର: ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ଓଏଏସ୍ (କନିଷ୍ଠ ବର୍ଗ) ଏବଂ ଓଆରଏସ୍ ଅଧିକାରୀମାନଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ନିମନ୍ତେ ବକେୟା ଥିବା ତଦନ୍ତ ରିପୋର୍ଟଗୁଡିକ ଶୀଘ୍ର ଦାଖଲ କରିବାକୁ ନିର୍ଦ୍ଦେଶ ଜାରି କରାଯାଇଛି। ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା…

ରାଜ୍ୟରେ ଖାଲି ପଡ଼ିଛି ୪,୬୦୭ ଡାକ୍ତର ପଦବୀ: ସ୍ୱାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ଵର: ବର୍ତ୍ତମାନ ରାଜ୍ୟରେ ପ୍ରତି ୧୨୬୫ ଜଣ ଲୋକଙ୍କ ପାଇଁ ମାତ୍ର ଜଣେ ଡାକ୍ତର ଅଛନ୍ତି । ରାଜ୍ୟରେ ମୋଟ ୧୫,୭୯୩ଟି ଡାକ୍ତର ପଦବୀ ମଞ୍ଜୁର ହୋଇଥିବା ବେଳେ ସେଥିରୁ ୪,୬୦୭ଟି ପଦବୀ ଖାଲି ପଡ଼ିଛି । ଏହା ବ୍ୟତୀତ ପ୍ରାୟ ୧,୪୫୯ ଜଣ ଡାକ୍ତର ଉଚ୍ଚ ଶିକ୍ଷା ପାଇଁ ଯାଇଥିବାରୁ…

Cyber Fraud: ଦୁଇ ବର୍ଷରେ ସାଇବର ଠକ ଲୁଟିଛନ୍ତି ୭୧୧ କୋଟି; ରିକଭରି ମାତ୍ର ୭ କୋଟି

ଭୁବନେଶ୍ବର:ରାଜ୍ୟରେ ବିଗତ ଦୁଇ ବର୍ଷରେ ୭୧୧ କୋଟି ଟଙ୍କା ଲୁଟି ନେଲେଣି ସାଇବର ଠକ । କିନ୍ତୁ ସାଇବର ଠକଙ୍କ ଠାରୁ ଫେରିଛି ମାତ୍ର ୭ କୋଟି ଟଙ୍କା । ବିଧାନସଭାରେ ଏନେଇ ଲିଖିତ ଭାବେ ଉତ୍ତର ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ବିଧାନସଭାର ତଥ୍ୟ କହୁଛି ୨୦୨୪ରେ ୨୭ ହଜାର ୩୬୮…