ମୁମ୍ବାଇ ଇଣ୍ଡିଆନ୍ସ ଛାଡିପାରନ୍ତି ହାର୍ଦ୍ଦିକ ପାଣ୍ଡ୍ୟା, ନୂଆ ଅଧିନାୟକ ବାଛିବାରେ ଗୁରୁତ୍ୱପୂର୍ଣ୍ଣ ରହିବ ରୋହିତଙ୍କ…
ମୁମ୍ବାଇ: ମୁମ୍ବାଇ ଇଣ୍ଡିଆନ୍ସ ଦଳକୁ ନେଇ ଏବେ ଏକ ବଡ଼ ଖବର ସାମ୍ନାକୁ ଆସୁଛି। ଆଗାମୀ ଆଇପିଏଲ ସିଜିନ ପୂର୍ବରୁ ଦଳର ବର୍ତ୍ତମାନର ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା ମୁମ୍ବାଇ ଛାଡି ପାରନ୍ତି ବୋଲି ଚର୍ଚ୍ଚା ଜୋର ଧରିଛି। ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ହାର୍ଦ୍ଦିକ ଅନ୍ୟ ଦଳକୁ ଯିବା ନେଇ…