ଭୁବନେଶ୍ୱରରେ ବାଇକକୁ ଧକ୍କା ଦେଲା ଅଜଣା ଗାଡ଼ି, ଚାଲିଗଲା ୨ ଜୀବନ
ଭୁବନେଶ୍ୱର: ଭୁବନେଶ୍ୱରରେ ମଙ୍ଗଳବାର ରାତିରେ ଏକ ଅଜଣା ଦ୍ରୁତଗାମୀ ଗାଡ଼ି ବାଇକକୁ ଧକ୍କା ଦେବାରୁ ଦୁଇ ଜଣଙ୍କ ମୃତ୍ୟୁ ଘଟିଛି। ଭୁବନେଶ୍ୱରର ଖଣ୍ଡଗିରି ଓଭରବ୍ରିଜ୍ ଉପରେ ଏହି ଦୁର୍ଘଟଣା ଘଟିଥିଲା।
ପ୍ରାଥମିକ ସୂଚନା ଅନୁଯାୟୀ, ଦୁଇ ଯୁବକ ଏକ ବାଇକରେ ଯାଉଥିଲା ବେଳେ ଏକ ଅଜଣା ଗାଡ଼ି…