ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଅଧୀନରେ ଘର ପାଉଥିବା ହିତାଧିକାରୀଙ୍କ ପାଇଁ ରାଜ୍ୟ ସରକାରଙ୍କ ବଡ଼ ରିହାତି ଘୋଷଣା
ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ଆବାସ ହିତାଧିକାରୀଙ୍କୁ ବଡ଼ ଆଶ୍ୱସ୍ତି । ଘର ପଞ୍ଜୀକରଣ ଖର୍ଚ୍ଚ କମାଇବେ ସରକାର । ମିଳିଥିବା ସୂଚନା ଅନୁସାରେ, ପ୍ରଧାନମନ୍ତ୍ରୀ ଆବାସ ଯୋଜନା- ସହର (PMAY- U 2.0) ଅଧୀନରେ ଘର ପାଉଥିବା ହିତାଧିକାରୀଙ୍କ ପାଇଁ ବଡ଼ ରିହାତି ଘୋଷଣା କରିଛନ୍ତି ଓଡ଼ିଶା ସରକାର ।…