ରଥଯାତ୍ରାରେ ଯୋଗ ଦେବା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ
ଭୁବନେଶ୍ୱର: ପୁରୀ ଶ୍ରୀଜଗନ୍ନାଥ ମନ୍ଦିର ମୁଖ୍ୟ ପ୍ରଶାସକ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା-୨୦୨୬ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଆନୁଷ୍ଠାନିକ ଭାବରେ ନିମନ୍ତ୍ରଣ କରିଛନ୍ତି।
ବୈଠକ ସମୟରେ ପ୍ରଭୁ ଜଗନ୍ନାଥଙ୍କ ବିଶ୍ୱ ପ୍ରସିଦ୍ଧ ରଥ ଯାତ୍ରାରେ ଯୋଗଦେବା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ…