ଅର୍ଣ୍ଣବ ପ୍ରଭାବ:ବାଘୁଆ ଜଳଭଣ୍ଡାରର ବଢିଲା ଜଳସ୍ତର;୨ ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ
ବୁଗୁଡ଼ା:ଅର୍ଣ୍ଣବ ପ୍ରଭାବରେ ତୁହାକୁ ତୁହା ବର୍ଷା ରାଜ୍ୟରେ ଜାରି ରହିଛି । ଫଳରେ ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ ଅନ୍ତର୍ଗତ ମତାଝରିସ୍ଥିତ ବାଘୁଆ ଜଳଭଣ୍ଡାରର ଜଳସ୍ତର ବିପଦ ସଙ୍କେତ ନିକଟରେ ପହଞ୍ଚିଥିଲା। ଜଳଭଣ୍ଡାରର ସୁରକ୍ଷିତ ଓ ଜଳସ୍ତରର ବିପଦକୁ ଦୃଷ୍ଟିରେ ରଖି ଜଳସେଚନ ବିଭାଗ ଜଳଭଣ୍ଡାରର…