Severe Road Accident: ଭୟଙ୍କର ସଡ଼କ ଦୁର୍ଘଟଣାରେ ଚାଲିଗଲା ୮ ଶ୍ରଦ୍ଧାଳୁଙ୍କ ଜୀବନ
କୁର୍ନୁଲ: ଆନ୍ଧ୍ର ପ୍ରଦେଶର କର୍ନୁଲରେ ଏକ ପିକଅପ୍ ସହ ଲରି ଗାଡିର ମୁହାଁମୁହିଁ ଧକ୍କା ହୋଇଛି । ଦୁର୍ଘଟଣାଟି ଏତେ ଭୟଙ୍କର ଥିଲା ଯେ, ଏଥିରେ ୮ ଜଣଙ୍କର ମୃତ୍ୟୁ ହୋଇଛି । ଘଟଣାସ୍ଥଳରେ ୫ ଜଣଙ୍କର ମୃତ୍ୟୁ ହୋଇଥିଲା । ଅନ୍ୟ ୩ ଜଣଙ୍କର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଛି ।…