କେନାଲ ନିକଟରୁ ମିଳିଲା ବ୍ୟବସାୟୀଙ୍କ ମୃତଦେହ, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ
ଭୁବନେଶ୍ୱର: ବୁଧବାର ସକାଳେ ଭୁବନେଶ୍ୱର ଉପକଣ୍ଠ ପାହାଳ ଅଞ୍ଚଳର ଏକ କେନାଲ ନିକଟରେ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ଯାହା ପରେ ତାଙ୍କୁ ହତ୍ୟା କରାଯାଇଥିବା ନେଇ ଅଭିଯୋଗ କରିଛନ୍ତି ପରିବାର।
ଅନନ୍ତପୁର ଗ୍ରାମର ପ୍ରଭାତ ବେହେରା ନିର୍ମାଣ ସାମଗ୍ରୀ ର ବ୍ୟବସାୟ କରୁଥିଲେ ବୋଲି…