ଆସନ୍ତା ୨୧ରୁ ୩୦ ଜୁନ୍ ପର୍ଯ୍ୟନ୍ତ ରାଜ୍ୟବ୍ୟାପୀ ଆୟୋଜିତ ହେବ ‘ସୁଭଦ୍ରା ଶକ୍ତି ସମାବେଶ’
ଭୁବନେଶ୍ୱର: ୨୧ ଜୁନ୍ରୁ ୩୦ ଜୁନ୍ ପର୍ଯ୍ୟନ୍ତ ରାଜ୍ୟର ସମସ୍ତ ଗ୍ରାମ ପଞ୍ଚାୟତରେ ଆୟୋଜିତ ହେବ ‘ସୁଭଦ୍ରା ଶକ୍ତି ସମାବେଶ’ । ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଭୁବନେଶ୍ୱର ସ୍ଥିତ ମିଶନ ଶକ୍ତି ଭବନଠାରେ କାର୍ଯ୍ୟକ୍ରମର ପ୍ରସ୍ତୁତି ସମ୍ପର୍କରେ ସମସ୍ତ ଜିଲ୍ଲାର କ୍ଷେତ୍ରସ୍ତରୀୟ…