ଦୁର୍ବୃତ୍ତଙ୍କ ଗୁଳିମାଡ଼ରେ ଯୁବକଙ୍କ ମୃତ୍ୟୁ; ଜଣେ ଅଟକ
ନୟାଗଡ:ଗଣିଆ ଥାନା ଅନ୍ତର୍ଗତ ପାଣ୍ଡରାସିଙ୍ଗା ଛକରେ ଯୁବକଙ୍କୁ ଗୁଳିକରି ହତ୍ୟା । ମୃତକ ଜଣକ ହେଲେ କିଶୋର ପ୍ରସାଦ ପଞ୍ଚାୟତ ଅଧୀନ ପତୁରିଆ ଗାଁର ରବୀନ୍ଦ୍ର ନାୟକ (୨୮)। ରବୀନ୍ଦ୍ର ନିଜ ଗ୍ୟାରେଜରେ ସନ୍ଧ୍ୟାରେ ବସିଥିବା ବେଳେ, ଏକ କାର୍ ରେ କେତେ ଜଣ ଦୁର୍ବୃତ୍ତ ତାଙ୍କୁ ଗୁଳିକରି ଚାଲି…