କୁଲୁବା ଅଞ୍ଚଳରେ ପୁଣି ମାଓବାଦୀଙ୍କ ଉପସ୍ଥିତି ଥିବା ସୂଚନା; ସୁରକ୍ଷା ବାହିନୀ ପକ୍ଷରୁ ସର୍ଚ୍ଚ ଅପରେସନ ଜାରି..
ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲ୍ଲାର କୁଲୁବା ଅଞ୍ଚଳରେ ପୁଣି ମାଓବାଦୀଙ୍କ ଉପସ୍ଥିତି ଦେଖିବାକୁ ମିଳିଛି । ସଶସ୍ତ୍ର ସନ୍ଦିଗ୍ଧ ମାଓବାଦୀଙ୍କ ଉପସ୍ଥିତି ନେଇ ସୂଚନା ମିଳିବା ପରେ ଅଞ୍ଚଳରେ ସୁରକ୍ଷାବାହିନୀ ପକ୍ଷରୁ ସର୍ଚ୍ଚ ଅପରେସନ ଆରମ୍ଭ ହୋଇଛି । ଜିଲ୍ଲା ପୋଲିସ, ଡିଭିଏଫ୍ ଓ ବନ ବିଭାଗ…