Latest Odisha News

BREAKING NEWS

Yearly Archives

2026

ରାଜଧାନୀରେ ଲଜ୍ଜା, ବନ୍ଧୁକ ମୁନରେ ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ

ଭୁବନେଶ୍ୱର: ରାଜଧାନୀରେ ମାତିଛନ୍ତି ମାସ୍କ ମ୍ୟାନ୍ । ଘରେ ପଶି ବନ୍ଧୁକ ମୁନରେ ଲୁଟ୍ କଥା ତ ଶୁଣିଥିବେ, ହେଲେ ଏବେ ଘରେ ପଶି ଯୁବତୀଙ୍କୁ ଦୁଷ୍କମ ର୍ କରିଥିବା ଆସିଛି ସଙ୍ଗୀନ ଅଭିଯୋଗ । ଘଟଣା ଘଟିଛି ନୟାପଲ୍ଲୀ ଥାନା ବେହେରା ସାହି ଅଂଚଳରେ । ବୁଧବାର ବିଳମ୍ବିତ ରାତିରେ ଜଣେ ମୁଖାପିନ୍ଧା…

ଗରମରେ ସିଝିବ ଅକ୍ଟୋବର! ଶକ୍ତିଶାଳୀ ଏଲ୍ ନିନୋ ନେଇ ଚିନ୍ତା…

ନୂଆଦିଲ୍ଲୀ: ୨୦୨୬ ମସିହାର ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଦେଶରୁ ପ୍ରତ୍ୟାହାର ଜାରି ରଖିଛି। ସେପ୍ଟେମ୍ବର ୨୩ ତାରିଖ ସୁଦ୍ଧା ଦିଲ୍ଲୀ ସହିତ ପଞ୍ଜାବ, ହରିୟାଣା ଏବଂ ରାଜସ୍ଥାନର ଅଧିକାଂଶ ଅଞ୍ଚଳରୁ ମୌସୁମୀ ପ୍ରତ୍ୟାହାର କରିସାରିଛି। ତଥାପି, ପାଣିପାଗ ବିଭାଗ ଅନୁଯାୟୀ, ଆଗାମୀ କିଛି ଦିନ…

ମହାନଦୀ ଜଳ ବିବାଦକୁ ନେଇ ଛତିଶଗଡ଼ ମୁଖ୍ୟମନ୍ତ୍ରୀଙ୍କ ବଡ଼ ବୟାନ, କହିଲେ- ବୈଠକରେ ଯାହା ନିଷ୍ପତ୍ତି ହେବ ମାନିବୁ

ଭୁବନେଶ୍ୱର: ଛିଣ୍ଡିବ କି ମହାନଦୀ କଳି? ଦିଲ୍ଲୀ ବୈଠକ ପୂର୍ବରୁ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେଓ ସାଏ କହିଲେ ମହାନଦୀ ବୈଠକରେ ଯାହା ନିଷ୍ପତ୍ତି ହେବ ମାନିବୁ। ଆପୋସ ସମାଧାନ ନେଇ ଗୃହମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ବଡ଼ ବୈଠକ। ଏହି ବୈଠକରେ ଉପସ୍ଥିତ ରହିବେ ଉଭୟ ରାଜ୍ୟର…

Smit Machchhar: ମରଣ ସହ ଲଢି ବୀରତ୍ବ ଦେଖାଇଲେ ଭାରତୀୟ ପାଇଲଟ୍‌…ସଲାମ୍ କରୁଛି ବିଶ୍ବ! ସୋସିଆଲ ମିଡିଆରେ…

ନୂଆଦିଲ୍ଲୀ: ମନେ ରଖନ୍ତୁ ତାଙ୍କ ନାଁ। ସୋସିଆଲ ମିଡିଆରେ ଭିଡିଓ ପୋଷ୍ଟ କରି ଭାରତୀୟ ପାଇଲଟଙ୍କ ଉପରେ ପ୍ରଶଂସାର ବର୍ଷା କଲେ ଇସ୍ରାଏଲ ନାଗରିକ । କ୍ୟାପ୍ଟେନ୍‌ ସ୍ମିତ୍‌ ମଚ୍ଛାର, ଫ୍ଲାଇଦୁବାଇ ବିମାନର କକ୍‌ପିଟ୍‌ରେ ଘଟିଥିବା ଭୟଙ୍କର ଘଟଣା ପରେ ଏବେ ଇସ୍ରାଏଲ୍‌ର ସୋସିଆଲ ମିଡିଆରେ ଏହି…

ବିଦାୟ ନେଉଛି ମୌସୁମୀ, ରାଜ୍ୟରେ ସ୍ୱାଭାବିକ ଠାରୁ ଅଧିକ ବର୍ଷା ରେକର୍ଡ

ଭୁବନେଶ୍ୱର: ରାଜ୍ୟରୁ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁର ଅପସାରଣ ପ୍ରକ୍ରିୟା ଆରମ୍ଭ ହୋଇଛି। ଆସନ୍ତା ୨-୩ ଦିନରେ ଓଡ଼ିଶାରୁ ମୌସୁମୀ ସଂପୂର୍ଣ୍ଣ ଭାବେ ପ୍ରତ୍ୟାବର୍ତ୍ତନ କରିବା ସମ୍ଭାବନା ରହିଥିବା ନେଇ ସୂଚନା ଦେଇଛି ଭାରତୀୟ ପାଣିପାଗ ବିଭାଗ। ଚଳିତ ବର୍ଷ ଓଡ଼ିଶା ପାଇଁ ମୌସୁମୀ ବର୍ଷା ଭଲ…

ସୁଧୁରୁଛି ବନ୍ୟା ସ୍ଥିତି; ପୁନରୁଦ୍ଧାର କାର୍ଯ୍ୟ ପାଇଁ ଆଜି ଭଦ୍ରକରେ ୧୩୧ ସ୍କୁଲ ଛୁଟି 

ଭୁବନେଶ୍ୱର: ଭଦ୍ରକ ଜିଲ୍ଲାରେ ବନ୍ୟା ପରିସ୍ଥିତି, ଜଳବନ୍ଦୀ ଅବସ୍ଥା ଏବଂ ଚାଲିଥିବା ପୁନରୁଦ୍ଧାର କାର୍ଯ୍ୟକୁ ଦୃଷ୍ଟିରେ ରଖି କର୍ତ୍ତୃପକ୍ଷ ଗୁରୁବାର ଦିନ ଜିଲ୍ଲାର ୪ ବ୍ଲକରେ ୧୩୧ଟି ବିଦ୍ୟାଳୟ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଜିଲ୍ଲାପାଳ ତଥା ଜିଲ୍ଲା ମାଜିଷ୍ଟ୍ରେଟ୍‌ଙ୍କ…

Flydubai Attack: ମଝି ଆକାଶରେ ‘ଦେବଦୂତ’ ସାଜିଲେ ପ୍ଲମ୍ବର, ପାଣି ପାଇପ୍ ସଜାଡୁଥିବା ମଣିଷଟି ୧୭୪ ଜଣଙ୍କ ସଂସାର…

ନୂଆଦିଲ୍ଲୀ: ମୃତ୍ୟୁମୁହଁରୁ ଯାତ୍ରୀଙ୍କୁ ଟାଣିଆଣିଲେ ପ୍ଲମ୍ବର! ପାଣି ପାଇପ୍ ସଜାଡୁଥିବା ମଣିଷଟି ୧୭୪ ଜଣଙ୍କ ସଂସାର ଉଜୁଡିବାରୁ ବର୍ତ୍ତାଇଦେଲେ! କୁଣ୍ଡାଇ ପାକାଇଲେ ପ୍ରଧାନମନ୍ତ୍ରୀ! ମଝି ଆକାଶରେ ଘଟିଲା ଛାତିଥରା ଘଟଣା । ଦୁବାଇରୁ ତେଲ୍‌ ଅଭିଭ୍‌ ଯାଉଥିଲା ବିମାନ । ସବୁକିଛି…

ଗଞ୍ଜାମରେ ଝାଡ଼ାବାନ୍ତି ଆତଙ୍କ; ୨ ମୃତ, ବହୁ ଗୁରୁତର

ଧରାକୋଟ: ଗଞ୍ଜାମ ଜିଲ୍ଲାର ଧରାକୋଟ ବ୍ଲକ୍ ଅନ୍ତର୍ଗତ ପାଟଶାଳ ଗ୍ରାମରେ ଝାଡ଼ାବାନ୍ତିରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଛଅରୁ ଅଧିକ ଲୋକଙ୍କ ଅବସ୍ଥା ଗୁରୁତର ରହିଛି। ଅନେକ ଆକ୍ରାନ୍ତ ଗ୍ରାମବାସୀଙ୍କୁ ଚିକିତ୍ସା ପାଇଁ ନିକଟସ୍ଥ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ଜିଲ୍ଲା…

ରକ୍ତରେ ଭିଜିଥିଲା କକପିଟ; ବଞ୍ଚାଇଲେ ଭାରତୀୟ ପାଇଲଟ୍, ପ୍ରଶଂସା କଲେ ବିଶ୍ୱ ନେତା

ନୂଆଦିଲ୍ଲୀ: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଏଦୁବାଇ ବିମାନରେ ଏକ କଥିତ ଆକ୍ରମଣକୁ ବିଫଳ କରିଥିବା ଭାରତୀୟ ପାଇଲଟ୍ ସ୍ମିତ୍ ମାଛରଙ୍କୁ ବ୍ୟାପକ ପ୍ରଶଂସା କରାଯାଉଛି। ପ୍ରଧାନମନ୍ତ୍ରୀ ମୋଦୀ ତାଙ୍କ ସାହସିକତାକୁ ପ୍ରଶଂସା କରି ତାଙ୍କୁ ହିରୋ ବୋଲି କହିଥିଲେ। ଟ୍ରମ୍ପ ଏବଂ ନେତାନ୍ୟାହୁ…

ଟାଇମ୍‍ସ ହାୟର ଏଜୁକେସନ ବିଶ୍ୱ ବିଶ୍ୱବିଦ୍ୟାଳୟ ରାଙ୍କିଙ୍ଗ ୨୦୨୭; ଭାରତର ୪ର୍ଥ ସ୍ଥାନରେ କିଟ୍‍

ଭୁବନେଶ୍ୱର: ଟାଇମ୍‍ସ ହାୟର ଏଜୁକେସନ ବିଶ୍ୱ ବିଶ୍ୱବିଦ୍ୟାଳୟ ରାଙ୍କିଙ୍ଗ -୨୦୨୭ରେ କିଟ୍‍ ବିଶ୍ୱବିବ୍ୟାଳୟ ପୁଣିଥରେ ତା’ର ଉତ୍କର୍ଷତା ପ୍ରତିପାଦନ କରି ଭାରତର ସମସ୍ତ ଘରୋଇ ଓ ସରକାରୀ ବିଶ୍ୱବିଦ୍ୟାଳୟ ମଧ୍ୟରେ ୪ର୍ଥ ଶ୍ରେଷ୍ଠ ବିଶ୍ୱବିଦ୍ୟାଳୟ ହୋଇପାରିଛି। ଏଥିସହିତ ପୂର୍ବ ଭାରତର…