ଜୁନ୍ ୧୫ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି
ଭୁବନେଶ୍ୱର: ଜୁନ୍ ୧୫ ତାରିଖ ସୋମବାର ଦିନ ମୁଖ୍ୟମନ୍ତ୍ରୀଙ୍କ “ଜନ ଅଭିଯୋଗ ଶୁଣାଣି” କାର୍ଯ୍ୟକ୍ରମ ବନ୍ଦ ରହିବ । ସରକାରୀ ଛୁଟି ଦିବସ ଯୋଗୁଁ ଆସନ୍ତା ୧୫ରେ ‘ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ l
ତେବେ ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ଜନ ସାଧାରଣଙ୍କୁ…