ମୋଦିଙ୍କୁ ଇଣ୍ଡୋନେସିଆର ସର୍ବୋଚ୍ଚ ସମ୍ମାନ; ‘ବିତାଙ୍ଗ ଆଦିପୂର୍ଣ୍ଣ’ ମେଡାଲରେ ସମ୍ମାନିତ…
ଜାକର୍ତ୍ତା: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଇଣ୍ଡୋନେସିଆର ସର୍ବୋଚ୍ଚ ସମ୍ମାନ ପ୍ରଦାନ କରାଯାଇଛି। ପ୍ରଧାନମନ୍ତ୍ରୀ ମୋଦୀ ସୋମବାର ଇଣ୍ଡୋନେସିଆ ଗସ୍ତ ପାଇଁ ଜାକର୍ତ୍ତାରେ ପହଞ୍ଚିଥିଲେ।
ଇଣ୍ଡୋନେସିଆର ରାଷ୍ଟ୍ରପତି ପ୍ରବୋଓ ସୁବିୟାଣ୍ଟୋ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଇଣ୍ଡୋନେସିଆ…