ହୋଲି ଖେଳି ଗାଧୋଇବାକୁ ଯାଇ ଭାସିଗଲେ ନାବାଳକ
କଟକ:ହୋଲି ଖେଳି ଗାଧୋଇବାକୁ ଯାଇଥିବା ବେଳେ ଅଘଟଣ । ବଡମ୍ବା T ସେତୁ ନିକଟରେ ହୋଲି ଖେଳି ଗାଧୋଇବା ବେଳେ ନାବାଳକ ଭାସିଗଲେ। ନାବାଳକ ଜଣକ ବଡମ୍ବା ତୁଣପୁର ଗାଁର ଜୀବନ ବେହେରା । T ସେତୁ ନିକଟରେ ହୋଇଥିବା ଅସ୍ଥାୟୀ ପୋଲ ନିକଟରେ ଏହି ଅଘଟଣ ଘଟିଛି ।
ସୂଚନାଥାଉକି, ସ୍ଥାନୀୟ ତୁଣପୁର ଗାଁର…