NIAର ନୂଆ ଡିଜି ଭାବେ ରାକେଶ ଅଗରୱାଲ ନିଯୁକ୍ତ
ନୂଆଦିଲ୍ଲୀ: NIAର ନୂଆ ଡିଜି ଭାବେ ରାକେଶ ଅଗରୱାଲଙ୍କୁ ନିଯୁକ୍ତି କରାଯାଇଛି। ହିମାଚଳ ପ୍ରଦେଶର ୧୯୯୪ କ୍ୟାଡର ଆଇପିଏସ୍ ଅଫିସର ରାକେଶ। ବରିଷ୍ଠ IPS ଅଧିକାରୀ ରାକେଶ ଅଗ୍ରୱାଲଙ୍କୁ ଜାତୀୟ ତଦନ୍ତ ସଂସ୍ଥା (NIA)ର ମହାନିର୍ଦ୍ଦେଶକ ନିଯୁକ୍ତ କରାଯାଇଛି। ଅଗ୍ରୱାଲ ପୂର୍ବରୁ ତଦନ୍ତ ସଂସ୍ଥାର…