ଗଞ୍ଜାମରେ ଝାଡ଼ାବାନ୍ତି ଆତଙ୍କ; ୨ ମୃତ, ବହୁ ଗୁରୁତର
ଧରାକୋଟ: ଗଞ୍ଜାମ ଜିଲ୍ଲାର ଧରାକୋଟ ବ୍ଲକ୍ ଅନ୍ତର୍ଗତ ପାଟଶାଳ ଗ୍ରାମରେ ଝାଡ଼ାବାନ୍ତିରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଛଅରୁ ଅଧିକ ଲୋକଙ୍କ ଅବସ୍ଥା ଗୁରୁତର ରହିଛି।
ଅନେକ ଆକ୍ରାନ୍ତ ଗ୍ରାମବାସୀଙ୍କୁ ଚିକିତ୍ସା ପାଇଁ ନିକଟସ୍ଥ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ଜିଲ୍ଲା…