OCS Preliminary Exam:ଓସିଏସ୍ ପ୍ରିଲିମ୍ନାରୀ ପରୀକ୍ଷା ଏହି ଦିନ ହେବ..ଆସନ୍ତା ୩୦ ତାରିଖରୁ ଆଡମିଟ୍ କାର୍ଡ ପାଇବେ…
କଟକ: ଓଡ଼ିଶା ସିଭିଲ୍ ସର୍ଭିସ (ଓସିଏସ୍)-୨୦୨୬ର ପ୍ରାଥମିକ (ପ୍ରିଲିମନାରୀ) ପରୀକ୍ଷା ଆସନ୍ତା ଜୁନ୍ ୭ତାରିଖରେ ଅନୁଷ୍ଠିତ ହେବ । ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍ସି ) ଦ୍ୱାରା ପରିଚାଳିତ ହୋଇଥାଏ ଓଡ଼ିଶା ସିଭିଲ୍ ସର୍ଭିସ ପରୀକ୍ଷା । ରାଜ୍ୟର ୬ଟି ଜୋନ ଯଥା କଟକ, ଭୁବନେଶ୍ୱର, ବାଲେଶ୍ୱର,…