ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା: ସମ୍ଭାବ୍ୟ ପରିସ୍ଥିତି ମୁକାବିଲା ପାଇଁ ସରକାର ସମ୍ପୂର୍ଣ୍ଣ ସଜାଗ
ଭୁବନେଶ୍ୱର: ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ସକ୍ରିୟ ଥିବା ସୁଦୃଢ଼ ଲଘୁଚାପ କ୍ଷେତ୍ରର ପ୍ରଭାବରେ ରାଜ୍ୟରେ ବ୍ୟାପକ ବର୍ଷା ଜାରି ରହିଛି । ରାଜ୍ୟ ସରକାର ପରିସ୍ଥିତି ଉପରେ କଡ଼ା ନଜର ରଖିଛନ୍ତି । ସ୍ୱତନ୍ତ୍ର ରିଲିଫ କମିଶନର (SRC)ଙ୍କ…