କମର୍ସିଆଲ LPG ଦର ବଢ଼ାଇଲେ କେନ୍ଦ୍ର ସରକାର
ନୂଆଦିଲ୍ଲୀ: ଇରାନ-ଇସ୍ରାଏଲ ଯୁଦ୍ଧ ମଧ୍ୟରେ ଏଲ୍ପିଜି ସିଲିଣ୍ଡରର ମୂଲ୍ୟ ପୁଣି ଥରେ ବୃଦ୍ଧି ପାଇଛି। ସରକାରୀ PSU IOC, HPCL, ଏବଂ BPCL ଆଜି ୧୯ କିଲୋଗ୍ରାମ ବାଣିଜ୍ୟିକ ସିଲିଣ୍ଡରର ମୂଲ୍ୟରେ ଯଥେଷ୍ଟ ବୃଦ୍ଧି କରିଛନ୍ତି। ବିଶ୍ୱ ସ୍ତରରେ ଅଶୋଧିତ ତୈଳ ଦର ବୃଦ୍ଧି ଯୋଗୁଁ ତୈଳ…