ଆଜିଠୁ ଶ୍ରୀମନ୍ଦିର ରତ୍ନଭଣ୍ଡାର ଗଣତି ଆରମ୍ଭ
ପୁରୀ: ଆଜିଠୁ ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର ଗଣତି ଆରମ୍ଭ ହେବ। ଅପରାହ୍ନ ୩ଟା ପରେ ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର ଗଣତି କରାଯିବ।
ତେବେ ମଧ୍ୟାହ୍ନ ଧୂପ ପରେ ରତ୍ନଭଣ୍ଡାର ଗଣତି ପାଇଁ ଟିମ୍ ବାହାରିବ ଏବଂ ସଂଧ୍ୟା ଆଳତି ଶେଷ ପର୍ଯ୍ୟନ୍ତ ଗଣତି ଚାଲିବ।ଏନେଇ ଶ୍ରୀମନ୍ଦିର ପ୍ରଶାସନ…