Modi Cabinet: ମୋଦୀ କ୍ୟାବିନେଟ୍ର ବଡ଼ ନିଷ୍ପତ୍ତି; ୬ ରବି ଫସଲର MSP ବଢ଼ିଲା, ଗ୍ରୀନ୍ ଏନର୍ଜି କରିଡରକୁ ମଞ୍ଜୁରୀ
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ସେପ୍ଟେମ୍ବର ୩୦ରେ ବସିଥିବା କେନ୍ଦ୍ର କ୍ୟାବିନେଟ୍ ଏବଂ CCEA ବୈଠକରେ କୃଷି ଓ ଅକ୍ଷୟ ଶକ୍ତି କ୍ଷେତ୍ରକୁ ନେଇ ଏକାଧିକ ନିଷ୍ପତ୍ତି ନିଆଯାଇଛି। ବିଶେଷକରି ୨୦୨୭-୨୮ ମାର୍କେଟିଂ ସିଜନ୍ ପାଇଁ ୬ଟି ରବି ଫସଲର ନ୍ୟୂନତମ ସହାୟକ…