୧୭ରେ ବର୍ଷର ପ୍ରଥମ ସୂର୍ଯ୍ୟ ପରାଗ, ଭାରତରେ ପଡ଼ିବ କି ପ୍ରଭାବ?
ନୂଆଦିଲ୍ଲୀ: ଫେବୃଆରି ମାସ ୧୭ ତାରିଖରେ ସଂଗଠିତ ହେବ ବର୍ଷର ପ୍ରଥମ ବଳୟ ସୂର୍ଯ୍ୟ ପରାଗ। ପରାଗ ସମୟରେ ପୃଥିବୀ, ଚନ୍ଦ୍ର ଓ ସୂର୍ଯ୍ୟର ଅବସ୍ଥିତି ଅନୁସାରେ ତିନି ପ୍ରକାରର ସୂର୍ଯ୍ୟ ପରାଗ ଘଟିଥାଏ: ଆଂଶିକ, ପୂର୍ଣ୍ଣ ଓ ବଳୟ । ପ୍ରତ୍ୟେକ ପୂର୍ଣ୍ଣ ସୂର୍ଯ୍ୟ ପରାଗ ପୂର୍ବରୁ ଓ ପରେ ଆଂଶିକ…