୨ ବରିଷ୍ଠ IPSଙ୍କୁ ବଡ଼ ଦାୟିତ୍ବ ଦେଲେ ରାଜ୍ୟ ସରକାର
ଭୁବନେଶ୍ୱର: ଓଡ଼ିଶା ସରକାର ଦୁଇ ଜଣ ବରିଷ୍ଠ ଆଇପିଏସ୍ ଅଧିକାରୀଙ୍କୁ ନୂଆ ଦାୟିତ୍ୱ ଦେଇଛନ୍ତି।
ଗୃହ ବିଭାଗ ଦ୍ୱାରା ଜାରି ଏକ ବିଜ୍ଞପ୍ତି ଅନୁଯାୟୀ, ୨୦୦୯ ବ୍ୟାଚ୍ ଆଇପିଏସ୍ ଅଧିକାରୀ ଅଖିଳେଶ୍ୱର ସିଂହଙ୍କୁ ଦକ୍ଷିଣ ପଶ୍ଚିମ ରେଞ୍ଜର ଡିଆଇଜି ଭାବରେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି।…