ସ୍ବାସ୍ଥ୍ୟ ସମସ୍ୟା ପାଇଁ ସୋନମ ୱାଙ୍ଗଚୁକଙ୍କୁ ମୁକ୍ତ କରିହେବ ନାହିଁ: କେନ୍ଦ୍ର
ନୂଆଦିଲ୍ଲୀ: ଜଳବାୟୁ କର୍ମୀ ସୋନମ ୱାଙ୍ଗଚୁକଙ୍କ ସ୍ୱାସ୍ଥ୍ୟାବସ୍ଥା ସମ୍ପୂର୍ଣ୍ଣ ସ୍ୱାଭାବିକ ରହିଛି। ସ୍ୱାସ୍ଥ୍ୟଗତ କାରଣରୁ ତାଙ୍କୁ ମୁକ୍ତ କରାଯାଇପାରିବ ନାହିଁ ବୋଲି କେନ୍ଦ୍ର ସରକାର ବୁଧବାର ସୁପ୍ରିମକୋର୍ଟଙ୍କୁ କହିଛନ୍ତି।
କେନ୍ଦ୍ର ସରକାରଙ୍କ ପ୍ରତିନିଧିତ୍ୱ କରୁଥିବା ସଲିସିଟର…