ଟେକ୍-ଅଫର କିଛି ସମୟ ପରେ ସେନା ବିମାନ କ୍ରାସ, ୬ ମୃତ
ନୂଆଦିଲ୍ଲୀ: ରୁଷିଆର ଅମୁର ଅଞ୍ଚଳରେ ଏକ ସାମରିକ ବିମାନ ଉଡ଼ାଣ ପରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ଏହି ଘଟଣାରେ ଛଅ ଜଣଙ୍କର ମୃତ୍ୟୁ ଘଟିଛି। ଆଉ ଜଣେ ବ୍ୟକ୍ତିଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।
ପ୍ରାରମ୍ଭିକ ରିପୋର୍ଟ ଅନୁଯାୟୀ Tu-154 ସାମରିକ ବିମାନଟି ସାତ ଜଣ ଲୋକଙ୍କୁ…