୧୪ ବିଶ୍ୱବିଦ୍ୟାଳୟରେ କୁଳପତି ନିଯୁକ୍ତିରେ ଅହେତୁକ ବିଳମ୍ୱ ପ୍ରସଙ୍ଗ;ରାଜ୍ୟପାଳଙ୍କ ହସ୍ତକ୍ଷେପ ଲୋଡିଲେ…
ଭୁବନେଶ୍ୱର: ରାଜ୍ୟରେ ବିଜେପି ସରକାର କ୍ଷମତାକୁ ଆସିବା ପରେ ରାଜ୍ୟର ଉଚ୍ଚଶିକ୍ଷା ବ୍ୟବସ୍ଥା ଦିନକୁ ଦିନ ଅଧୋଗତି ଘଟୁଛି ବୋଲି ଅଭିଯୋଗ କରି ବିଜୁ ଯୁବ ଜନତା ଦଳ ସଭାପତି ଚିନ୍ମୟ ସାହୁ ଓ ଛାତ୍ର ବିଜୁ ଜନତା ଦଳର ସଭାପତି ଇପ୍ସିତା ସାହୁଙ୍କ ନେତୃତ୍ୱରେ ବିଜୁ ଯୁବ ଓ ଛାତ୍ର ଜନତା ଦଳର ଏକ…