ଜିତୁ ମୁଣ୍ଡାଙ୍କ ଘଟଣାରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ନବୀନଙ୍କ ଚିଠି
ଭୁବନେଶ୍ୱର: କେନ୍ଦୁଝର ଜିଲ୍ଲାର ଜଣେ ଆଦିବାସୀ ବ୍ୟକ୍ତିଙ୍କ ସହ ଘଟିଥିବା ଅଘଟଣକୁ ନେଇ "ଗଭୀର ଦୁଃଖ" ପ୍ରକାଶ କରି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ଚିଠି ଲେଖିଛନ୍ତି ଓଡିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ।
ଏହି ଘଟଣା ପାଟନା ବ୍ଲକର ଡିଆନାଲି ଗ୍ରାମର…