ଗାର୍ଲଫ୍ରେଣ୍ଡ୍ ସୋଫିଙ୍କ ସହ ନିର୍ବନ୍ଧ କଲେ ଶିଖର ଧାୱନ…
ନୂଆଦିଲ୍ଲୀ: ପୂର୍ବତନ ଭାରତୀୟ ଓପନର ଶିଖର ଧାୱନ ପ୍ରେମିକା ସୋଫି ସାଇନଙ୍କ ସହ ନିର୍ବନ୍ଧ ଆନାଉନ୍ସ କରିଛନ୍ତି। କ୍ରିକେଟର ସୋମବାର ତାଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟରେ ଏନେଇ ଏକ ଫଟୋ ସେୟାର କରିଥିଲେ।
ରିପୋର୍ଟ ଅନୁସାରେ ଏହି ଦମ୍ପତି ଫେବୃଆରୀ ତୃତୀୟ ସପ୍ତାହରେ ବିବାହ ବନ୍ଧନରେ ଆବଦ୍ଧ…