Severe Road Accident: ବସ୍-ଅଟୋ ମୁହାଁମୁହିଁ ଧକ୍କା, ଚାଲିଗଲା ୬ ଜଣଙ୍କ ଜୀବନ
ଗଞ୍ଜାମ: ଅଧାରେ ରହିଗଲା ଦେବୀ ଦର୍ଶନ । ଶ୍ରଦ୍ଧାଳୁମାନଙ୍କର ଅଟୋକୁ ଏକ ଯାତ୍ରୀବାହୀ ବସ୍ ଧକ୍କା ଦେବା ଫଳରେ ୨ଜଣ ଶିଶୁ ସମତେ ୬ ଜଣ ଶ୍ରଦ୍ଧାଳୁଙ୍କର ମୃତ୍ୟୁ ଘଟିଛି । ଗଞ୍ଜାମ ଜିଲ୍ଲା ପୁରୁଷୋତ୍ତମପୁର ଅଞ୍ଚଳରେ ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି ।
ମୃତକମାନେ ହେଲେ ଏରେଣ୍ଡା…