ଚାମେଲି ଓଝା ଘଟଣାରେ ଆଉ ଜଣେ ଗିରଫ
କେନ୍ଦ୍ରାପଡା: କେନ୍ଦ୍ରାପଡା ଜିଲ୍ଲାର ମହାକାଳପଡା ବ୍ଲକ କାର୍ଯ୍ୟାଳୟରେ ମହିଳା ସରପଞ୍ଚ ଚାମେଲି ଓଝାଙ୍କ ସହ ହୋଇଥିବା ଦୁର୍ବ୍ୟବହାର ଘଟଣାରେ ସୋମବାର ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି।
ଜୁନ୍ ୧୧ ତାରିଖରେ ଘଟିଥିବା ଏକ ଘଟଣାରେ ବ୍ଲକ ଉନ୍ନୟନ ଅଧିକାରୀ (ବିଡିଓ)ଙ୍କ କାର୍ଯ୍ୟାଳୟ…