Plus Two Exam: ଏଥର ଅନ୍ଲାଇନ୍ରେ ହେବ ଯୁକ୍ତ ଦୁଇ ଖାତା ଦେଖା, AI ଜଗିବ ପରୀକ୍ଷା ପ୍ରଶ୍ନପତ୍ର
ଭୁବନେଶ୍ବର: ଚଳିତ ବର୍ଷ ଅନ୍ଲାଇନ୍ ହୋଇପାରେ ଯୁକ୍ତ ୨ ପରୀକ୍ଷା ଖାତା ଦେଖା। ଏଥିପାଇଁ କଳା ବିଭାଗ ପକ୍ଷରୁ ପ୍ରସ୍ତୁତି କରାଯାଉଛି। ଚୂଡାନ୍ତ ପାଇଁ ବଜେଟ ଫାଇନାଲ ହୋଇନାହିଁ। ବଜେଟ ମଞ୍ଜୁର ହେଲେ ସେ ଦିଗରେ ନିଷ୍ପତ୍ତି ନିଆଯାଇପାରେ ବୋଲି ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା…