କେନ୍ଦ୍ର ସରକାରଙ୍କ ‘ପ୍ରଗତି ୫୦’ ଯୋଜନାରେ ସାମିଲ ହେଲା ଭୁବନେଶ୍ୱର ଓ ପୁରୀ
ଭୁବନେଶ୍ୱର: କେନ୍ଦ୍ର ଗୃହ ଓ ନଗର ଉନ୍ନୟନ ମନ୍ତ୍ରଣାଳୟ ପକ୍ଷରୁ ଆରମ୍ଭ ହୋଇଥିବା ‘ପ୍ରଗତି ୫୦’ ଯୋଜନାରେ ଓଡ଼ିଶାର ଦୁଇ ପ୍ରମୁଖ ସହର ଭୁବନେଶ୍ୱର ଏବଂ ପୁରୀକୁ ସାମିଲ କରାଯାଇଛି । ସ୍ୱଚ୍ଛତା ଏବଂ ପରିମଳ କ୍ଷେତ୍ରରେ ଉଚ୍ଚ ମାନଦଣ୍ଡ ସ୍ଥାପନ କରିବା ପାଇଁ ସାରା ଦେଶରୁ ମନୋନୀତ ହୋଇଥିବା ୫୦ଟି…