ନିୟମିତ ହେଲେ ୧୩ ହଜାରରୁ ଊର୍ଦ୍ଧ୍ବ ଚୁକ୍ତିଭିତ୍ତିକ ସ୍କିମାଟିକ୍ ଜୁନିୟର ଟିଚର
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ଚୁକ୍ତିଭିତ୍ତିକ ଭାବେ କାମ କରୁଥିବା ସ୍କିମାଟିକ୍ କନିଷ୍ଠ ଶିକ୍ଷକ (Junior Teacher, Schematic) ମାନଙ୍କୁ ନିୟମିତ କରିଛନ୍ତି ।
୨୦୨୩-୨୪ ବର୍ଷରେ ନିଯୁକ୍ତି ପାଇଥିବା ଏହି ବର୍ଗର କନିଷ୍ଠ…