Latest Odisha News

BREAKING NEWS

Yearly Archives

2026

MPATGM:ପୁଣି କମାଲ୍ କଲା DRDO; ଟ୍ୟାଙ୍କ ଧ୍ୱଂସକାରୀ ସ୍ୱଦେଶୀ ମିସାଇଲର ହେଲା ସଫଳ ପରୀକ୍ଷଣ

ନୂଆଦିଲ୍ଲୀ:ସ୍ୱଦେଶୀ ପ୍ରତିରକ୍ଷା ପ୍ରଯୁକ୍ତିବିଦ୍ୟା କ୍ଷେତ୍ରରେ ଭାରତ ଆଉ ଏକ ବଡ଼ ସଫଳତା ହାସଲ କରିଛି। DRDO ଏକ ଗତିଶୀଳ ଟ୍ୟାଙ୍କ ବିରୁଦ୍ଧରେ ତୃତୀୟ ପିଢ଼ିର ମାନବ-ପୋର୍ଟେବଲ୍ ଆଣ୍ଟି-ଟ୍ୟାଙ୍କ୍ ଗାଇଡେଡ୍ ମିସାଇଲ୍ (MPATGM)( Third Generation Fire and Forget Man Portable…

chilika: ଚିଲିକା ହ୍ରଦର ସାମଗ୍ରୀକ ବିକାଶ ସମ୍ପର୍କିତ ବୈଠକ; ପର୍ଯ୍ୟଟନ ପାଇଁ ସ୍ୱତନ୍ତ୍ର ଯୋଜନା କରିବାକୁ…

ଭୁବନେଶ୍ବର: ଚିଲିକାର ବିକାଶ ପାଇଁ ଏକ ସମନ୍ୱିତ ଯୋଜନା ପ୍ରସ୍ତୁତ କରାଯାଇଛି । ଚିଲିକା ଉନ୍ନୟନ କତ୍ତୃପକ୍ଷଙ୍କ ଏକ ବୈଠକରେ ଚିଲିକାର ଉନ୍ନୟନ ସମ୍ପର୍କରେ ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ । ଚିଲିକା ହେଉଛି ଆମ ଜୈବ ବିବିଧତାର ଏକ ଭଣ୍ଡାର । ତେଣୁ, ଏହାର ସୁରକ୍ଷା ପାଇଁ ସବୁ ପ୍ରକାର…

୧୦ ବିଧାୟକଙ୍କ ସହ ଆଲୋଚନା କଲେ ନବୀନ ପଟ୍ଟନାୟକ;ଲୋକଙ୍କ ସେବା ଜାରି ରଖିବା ପାଇଁ…

ଭୁବନେଶ୍ବର:ଆଜି ସନ୍ଧ୍ୟା ରେ ନବୀନ ନିବାସ ରେ ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ବିଜୁ ଜନତା ଦଳର ୧୦ ଜଣ ବିଧାୟକଙ୍କ ସହ ସେମାନଙ୍କ ନିର୍ବାଚନ ମଣ୍ଡଳୀର ବିକାଶ ଓ ସଂଗଠନ ସମ୍ପର୍କରେ ଆଲୋଚନା କରିଥିଲେ। ତୃଣମୂଳ ସ୍ତରରେ ଦଳର ସଂଗଠନ କୁ ମଜବୂତ କରିବା ସହ ଲୋକଙ୍କ ସହ ସିଧା ସଳଖ ସମ୍ପର୍କ ରଖିବା…

ପିଶାଚ ପଡୋଶୀ, ବୃଦ୍ଧାଙ୍କୁ ଦୁଷ୍କର୍ମ ପରେ ପଥରରେ ଛେଚି ହତ୍ୟା

ମୟୂରଭଞ୍ଜ: ନିଜର ଯୌନ ଲାଳସା ପୂରଣ କରିବା ପରେ ବୃଦ୍ଧାଙ୍କୁ ପଥରରେ ଛେଚି କରିଲେ ହତ୍ୟା। ମୟୂରଭଞ୍ଜ ଜିଲ୍ଲା ଆମ୍ବିକାଦେଇପୁର ଅଞ୍ଚଳର ମହାଲି ଗାଁରୁ ଏପରି ଲୋମ ଟାଙ୍କୁରା ହତ୍ୟାକାଣ୍ଡ ଘଟଣା ସାମ୍ନାକୁ ଆସିଛି । ଘରେ କେହି ନଥିବା ସୁଯୋଗ ନେଇ ବୃଦ୍ଧା ମହିଳାଙ୍କୁ ଦୁଷ୍କର୍ମ କରିଛି ପଡୋଶୀ ।…

‘ରୋମିଓ-ଜୁଲିଏଟ୍ କ୍ଲଜ୍’ କଣ; ଯାହା ଉପରେ ବିଚାର କରିବାକୁ କେନ୍ଦ୍ରକୁ ସୁପ୍ରିକୋର୍ଟଙ୍କ ପରାମର୍ଶ 

ନୂଆଦିଲ୍ଲୀ: ଯୌନ ଅପରାଧ କମାଇବା ପାଇଁ ଶିଶୁ ସୁରକ୍ଷା (POCSO) ଆଇନରେ ଏକ ସ୍ୱତନ୍ତ୍ର ବ୍ୟବସ୍ଥା "ରୋମିଓ-ଜୁଲିଏଟ୍ କ୍ଲଜ୍" ଯୋଡିବା ବିଷୟରେ ଚିନ୍ତା କରିବାକୁ ସୁପ୍ରିମ କୋର୍ଟ କେନ୍ଦ୍ର ସରକାରଙ୍କୁ ପରାମର୍ଶ ଦେଇଛନ୍ତି। ଏହି କ୍ଲଜ୍ ଅନୁଯାୟୀ ଯଦି ଦୁଇଜଣ କିଶୋର ସମ ବୟସ୍କ କିମ୍ବା ଏକ…

ବିଜୟ ହଜାରେ ଟ୍ରଫି: କର୍ଣ୍ଣାଟକ, ସୌରାଷ୍ଟ୍ର ସେମି ଫାଇନାଲରେ

ନୂଆଦିଲ୍ଲୀ: କର୍ଣ୍ଣାଟକ ଓ ସୌରାଷ୍ଟ୍ର ବିଜୟ ହଜାରେ ଟ୍ରଫି କ୍ରିକେଟ ଟୁର୍ଣ୍ଣାମେଂଟର ସେମିଫାଇନାଲରେ ପ୍ରବେଶ କରିଛନ୍ତି । ସୋମବାର ୨ଟି କ୍ୱାର୍ଟର ଫାଇନାଲ ମ୍ୟାଚ ମୁମ୍ବାଇ-କର୍ଣ୍ଣାଟକ ଓ ଉତରପ୍ରଦେଶ-ସୌରାଷ୍ଟ୍ର ମଧ୍ୟରେ ଖେଳା ଯାଇଥିଲା । ପ୍ରଥମ ମ୍ୟାଚରେ ମୁମ୍ବାଇ ଆଗ ବ୍ୟାଟିଂ କରି ୫୦…

ଖୋର୍ଦ୍ଧା ପରେ ଢେଙ୍କାନାଳ ବିଦ୍ୟାଳୟରେ ଜଣ୍ଡିସ୍ ଚିହ୍ନଟ

ଢେଙ୍କାନାଳ:ପୁଣି ଆଉ ଏକ ବିଦ୍ୟାଳୟରେ ଦେଖାଦେଲା ଜଣ୍ଡିସ ରୋଗ । ଖୋର୍ଦ୍ଧା ପରେ ଢେଙ୍କାନାଳ ଜିଲ୍ଲାରେ ସାମ୍ନାକୁ ଆସିଲା ଜଣ୍ଡିସ । ଗଁଦିଆ ବ୍ଲକ୍ ବିଶ୍ୱନାଥପୁର ଆଦର୍ଶ ବିଦ୍ୟାଳୟରେ ଜଣ୍ଡିସ୍ ଚିହ୍ନଟ ହୋଇଛି । ବିଦ୍ୟାଳୟର ଜଣେ ଛାତ୍ର ଜଣ୍ଡିସ ଆକ୍ରାନ୍ତ ହୋଇଥିବା ସୂଚନା ଦେଇଛନ୍ତି ଜିଲ୍ଲା…

ବାଂଲାଦେଶରେ ଉତ୍ତେଜନା; ପୋଲିସ ହେପାଜତରେ ଆୱାମୀ ଲିଗ୍ ନେତାଙ୍କ ମୃତ୍ୟୁ

ଢାକା: ବାଂଲାଦେଶର ଉତ୍ତେଜନାପୂର୍ଣ୍ଣ ପରିସ୍ଥିତି ଥମିବାର ନାଁ ନେଉନି। ଆଉ ଏବେ ଜଣେ ପ୍ରସିଦ୍ଧ ସଂଗୀତଜ୍ଞ ଏବଂ ବହିଷ୍କୃତ ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କ ଆୱାମୀ ଲିଗ୍ ଦଳ ସହିତ ଜଡିତ ନେତା ପ୍ରଳୟ ଚାକିଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ବୃଦ୍ଧି ପାଇଛି। ଯିଏକି ସଂଖ୍ୟାଲଘୁ ହିନ୍ଦୁ…

ବିସିବିର ଆଉ ଏକ ମିଛ ଧରିଲା ଆଇସିସି

ନୂଆଦିଲ୍ଲୀ: ଭାରତରେ ଟି୨୦ ବିଶ୍ୱକପ ନ ଖେଳିବା ପାଇଁ ବାଂଲାଦେଶ କ୍ରିକେଟ ବୋର୍ଡର ଆଉ ଏକ ମିଛ ଧରାପଡିଛି । ବିସିବି ସୁରକ୍ଷା ପ୍ରସଙ୍ଗ ନେଇ କୌଣସି ପତ୍ର ପଠାଇ ନାହିଁ ବୋଲି ଆଇସିସି ପକ୍ଷରୁ କୁହାଯାଇଛି । ଅବଶ୍ୟ ଆଇସିସି ଅଫିସିଆଲ ଭାବେ ଏହାର ଘୋଷଣା କରି ନ ଥିବା ବେଳେ କମିଟି ସଦସ୍ୟ ଏହାର…

ଫେବୃଆରୀ ୧ରେ ଆସିବ କେନ୍ଦ୍ରୀୟ ବଜେଟ, ରବିବାର ହେବ…

ନୂଆଦିଲ୍ଲୀ: ଫେବୃଆରୀ ୧ ତାରିଖ ରବିବାର ଦିନ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ କେନ୍ଦ୍ରୀୟ ବଜେଟ୍ ୨୦୨୬-୨୭ ଉପସ୍ଥାପନ କରିବେ। ଏନେଇ ଲୋକସଭା ବାଚସ୍ପତି ଓମ୍ ବିର୍ଲା ସୋମବାର ଦିନ ସୂଚନା ଦେଇଛନ୍ତି। ତେବେ ୨୦୧୭ ପରେ ପ୍ରଥମ ଥର ପାଇଁ ରବିବାର ଦିନ ବଜେଟ୍ ଉପସ୍ଥାପନ କରାଯିବ। ଏହି…