Odisha CAG Expose: ସିଏଜି ରିପୋର୍ଟରେ ଓଡ଼ିଶାରେ ମାଳମାଳ ଅନିୟମିତତା; ୬୪୦ କୋଟି ଜରିମାନା ଆଦାୟ ହୋଇନି, DMF…
ଭୁବନେଶ୍ୱର: ସବୁଠି ମାଳ ମାଳ ଦୁର୍ନୀତି! ରିପୋର୍ଟ ଶୁଣିଲେ ମୁଣ୍ଡରେ ଦେବେ ହାତ! ଓଡ଼ିଶା ବିଧାନସଭାରେ ଉପସ୍ଥାପିତ ୬ଟି ଭାରତର ନିୟନ୍ତ୍ରକ ଓ ମହାଲେଖା ପରୀକ୍ଷକ(CAG) ରିପୋର୍ଟ ପରେ ସରକାରୀ ଟଙ୍କା ଖର୍ଚ୍ଚ ଓ ବିଭିନ୍ନ ବିଭାଗର କାର୍ଯ୍ୟକୁ ନେଇ ଅନେକ ଅନିୟମିତତା ସାମ୍ନାକୁ ଆସିଛି। ପାଣି…